ରାଜ୍ୟସ୍ତରୀୟ ପୋଷଣ ପକ୍ଷ ପାଳିତ, ପୁଷ୍ଟି ନିରାପତ୍ତା ପାଇଁ ସାମୁହିକ ସଚେତନତା ଜରୁରୀ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ ପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି । ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ଜ ରୁରୀ । ଶନିବାର ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଇଛନ୍ତି…

Read More

Our Resources